1 ବଂଶାବଳୀ 6:10 - ଓଡିଆ ବାଇବେଲ10 ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା। Viz kapitolaପବିତ୍ର ବାଇବଲ10 ଯୋହାନନ୍ ଅସରିୟଙ୍କ ପିତା ଥିଲେ (ଶଲୋମନ୍ ଯିରୁଶାଲମରେ ଯେଉଁ ମନ୍ଦିର ନିର୍ମାଣ କରିଥିଲେ ସେଠାରେ ଏହି ଅସରିୟ ଯାଜକ ଭାବେ କାର୍ଯ୍ୟ କରୁଥିଲେ)। Viz kapitola |