1 ବଂଶାବଳୀ 6:49 - ଓଡିଆ ବାଇବେଲ49 ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)49 ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ଵରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ49 କିନ୍ତୁ କେବଳ ହାରୋଣ ଏବଂ ତାଙ୍କର ବଂଶଧରମାନଙ୍କୁ ହୋମବଳି, ଯଜ୍ଞବେଦି ସୁଗନ୍ଧିବେଦି ଉପରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ଅନୁମତି ଦିଆଯାଇ ଥିଲା। ପରମେଶ୍ୱରଙ୍କ ଗୃହର ମହାପବିତ୍ରତମ ସ୍ଥାନର ସମସ୍ତ କାର୍ଯ୍ୟ ଏବଂ ଇସ୍ରାଏଲ ପାଇଁ ମଧ୍ୟ ପ୍ରାୟଶ୍ଚିତ କରନ୍ତି। ମୋଶା ପରମେଶ୍ୱରଙ୍କ ସେବକ, ଯେଉଁ ସମସ୍ତ ନୀତି ଓ ଆଇନ ଦେଇଥିଲେ ସେହିସବୁ ସେମାନେ ପାଳନ କଲେ। Viz kapitola |