1 ବଂଶାବଳୀ 6:60 - ଓଡିଆ ବାଇବେଲ60 ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)60 ପୁଣି ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT60 ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା। Viz kapitolaପବିତ୍ର ବାଇବଲ60 ବିନ୍ୟାମୀନ ଗୋଷ୍ଠୀଠାରୁ ସେମାନେ ଗିବିୟୋନ, ଗେବା, ଆଲେମତ୍ ଓ ଅନାଥୋତ୍ ଏବଂ ସେମାନଙ୍କ ଚତୁର୍ପାର୍ଶ୍ୱର କ୍ଷେତ ସହର ସହିତ ପ୍ରାପ୍ତ ହେଲା। କହାତୀୟମାନଙ୍କୁ ତେରଟି ନଗର ଦିଆଗଲା। Viz kapitola |