Online Bible

- Reklamy -




1 ବଂଶାବଳୀ 6:65 - ଓଡିଆ ବାଇବେଲ

65 ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍ ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

65 ସେମାନେ ଗୁଲିବାଣ୍ଟ ଦ୍ଵାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ୍-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

65 ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।

Viz kapitola kopírovat

ପବିତ୍ର ବାଇବଲ

65 ସେହି ସମସ୍ତ ନଗରୀ ସେମାନେ ଯିହୁଦା, ଶିମିୟୋନ୍, ଓ ବିନ୍ୟାମୀନର ଗୋଷ୍ଠୀଙ୍କଠାରୁ ପ୍ରାପ୍ତ ହୋଇଥିଲେ। ଯେଉଁଗୁଡ଼ିକର ନାମ ଗୁଲିବାଣ୍ଟରେ ଉଲ୍ଲେଖ କରାଯାଇଛି।

Viz kapitola kopírovat




1 ବଂଶାବଳୀ 6:65

Následuj nás:

Reklamy


Reklamy