1 ବଂଶାବଳୀ 7:14 - ଓଡିଆ ବାଇବେଲ14 ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ | Viz kapitolaପବିତ୍ର ବାଇବଲ (Re-edited) - (BSI)14 ମନଃଶିର ପୁତ୍ରଗଣ; ଅସ୍ରୀୟେଲ, ଏହାକୁ ତାହାର ଭାର୍ଯ୍ୟା ପ୍ରସବ କଲା; (ତାହାର ଅରାମୀୟା ଉପପନିୀ, ଗିଲୀୟଦର ପିତା ମାଖୀର୍କୁ ପ୍ରସବ କଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ। Viz kapitolaପବିତ୍ର ବାଇବଲ14 ଏହିମାନେ ମନଃଶିଙ୍କର ବଂଶଧର ଥିଲେ: ମନଃଶି ଓ ତାଙ୍କର ଅରାମୀୟ ଦାସୀଙ୍କଠାରୁ ଅସ୍ରୀୟେଲ ନାମକ ପୁତ୍ର ଜାତ ହୋଇଥିଲା। ସେମାନଙ୍କର ମାଖୀର ନାମକ ମଧ୍ୟ ପୁତ୍ରଟିଏ ଥିଲା। ମାଖୀର ଗିଲିୟଦଙ୍କ ପିତା ଥିଲେ। Viz kapitola |