1 ବଂଶାବଳୀ 7:21 - ଓଡିଆ ବାଇବେଲ21 ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ, ଏସର୍ ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ ଓ ଏତ୍ସର ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ, ଏସର୍ ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ। Viz kapitolaପବିତ୍ର ବାଇବଲ21 ଇଲିୟାଦଙ୍କର ପୁତ୍ର ଥିଲେ, ତହତ୍। ତହତ୍ଙ୍କର ପୁତ୍ର ଥିଲେ ସାବଦ୍। ସାବଦ୍ଙ୍କ ପୁତ୍ର ଥିଲେ ଶୁଥେଲହ। ଗାଥ୍ ନଗରରେ ବଢ଼ିଥିବା କେତେକ ଲୋକ ଏତ୍ସର ଓ ଇଲିୟାଦକୁ ବଧ କଲେ। ଏତ୍ସର ଓ ଇଲିୟାଦ ଏହି ଲୋକମାନଙ୍କର ଗୋ’ପଲ ଓ ମେଷପଲ ଚରାଇବା ନିମନ୍ତେ ଗାଥ୍କୁ ଯାଇଥିବାରୁ ଏହିପରି ଘଟିଲା। Viz kapitola |