1 ବଂଶାବଳୀ 7:23 - ଓଡିଆ ବାଇବେଲ23 ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା। Viz kapitolaପବିତ୍ର ବାଇବଲ23 ଏହା ପରେ, ଇଫ୍ରୟିମ ତାଙ୍କର ସ୍ତ୍ରୀଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କଲେ। ଇଫ୍ରୟିମଙ୍କ ସ୍ତ୍ରୀ ଗର୍ଭବତୀ ହେଲେ ଓ ଗୋଟିଏ ପୁତ୍ରକୁ ଜନ୍ମ ଦେଲେ। ଇଫ୍ରୟିମ ଏହି ନବଜାତ ପୁତ୍ରର ନାମ ବରୀୟ ଦେଲେ, କାରଣ ତାଙ୍କର ପରିବାରରେ ଏକ ଦୁଃଖଦାୟକ ଘଟଣା ଘଟିଯାଇଥିଲା। Viz kapitola |