1 ବଂଶାବଳୀ 7:40 - ଓଡିଆ ବାଇବେଲ40 ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଏସମସ୍ତେ ଆଶେର୍ର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀ କ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା। Viz kapitolaପବିତ୍ର ବାଇବଲ40 ଏହି ବ୍ୟକ୍ତିମାନେ ଆଶେରଙ୍କ ବଂଶଧର ଥିଲେ। ସେମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନେ ସର୍ବୋତ୍ତମ ବ୍ୟକ୍ତି ଥିଲେ। ସେମାନେ ସମସ୍ତେ ଯୋଦ୍ଧା ଓ ମହାନ ନେତାଗଣ ଥିଲେ। ସେମାନଙ୍କ ପରିବାରର ଇତିହାସ ଜଣାଏ ଯେ, 26,000 ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ। Viz kapitola |