1 ବଂଶାବଳୀ 7:5 - ଓଡିଆ ବାଇବେଲ5 ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଶୀ ହଜାର ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ। Viz kapitolaପବିତ୍ର ବାଇବଲ5 ପରିବାରର ଇତିହାସରୁ ଜଣାପଡ଼େ ଯେ, ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ 87,000 ଜଣ ବଳଶାଳୀ ଯୋଦ୍ଧା ଥିଲେ। Viz kapitola |