Online Bible

- Reklamy -




1 ବଂଶାବଳୀ 9:1 - ଓଡିଆ ବାଇବେଲ

1 ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀକ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ବସ୍ତତା ସକାଶୁ ବନ୍ଦୀ ହୋଇ ବାବିଲ୍‍କୁ ନୀତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀକ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ- ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଅନନ୍ତର ଯିହୁଦା ଆପଣାମାନଙ୍କ ସତ୍ୟଲଙ୍ଘନ ସକାଶୁ ବନ୍ଦୀ ହୋଇ ବାବିଲ୍‍କୁ ନୀତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀ କ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ଵସ୍ତତା ସକାଶୁ ବନ୍ଦୀ ହୋଇ ବାବିଲକୁ ନୀତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

1 ଇସ୍ରାଏଲର ସମସ୍ତ ଲୋକଙ୍କର ନାମ ସେମାନଙ୍କ ପରିବାରର ଇତିହାସରେ ଲିଖିତ ହୋଇଅଛି। ସେହି ପାରିବାରିକ ଇତହାସକୁ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଅନ୍ତର୍ଭୁକ୍ତ କରାଯାଇଛି। ଯିହୁଦାକୁ ବଳପୂର୍ବକ ବାବିଲକୁ ନିର୍ବାସିତ କରାଗଲା। କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ନ ଥିଲେ।

Viz kapitola kopírovat




1 ବଂଶାବଳୀ 9:1

Následuj nás:

Reklamy


Reklamy