1 ବଂଶାବଳୀ 9:27 - ଓଡିଆ ବାଇବେଲ27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ ସେମାନେ ପରମେଶ୍ଵରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ଵାର ଫିଟାଇବାର କାର୍ଯ୍ୟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା। Viz kapitolaପବିତ୍ର ବାଇବଲ27 ସେମାନେ ସାରା ରାତ୍ରି ପରମେଶ୍ୱରଙ୍କ ମନ୍ଦିରକୁ ଜଗି ରହୁଥିଲେ। ଆଉ ପ୍ରତିଦିନ ପ୍ରଭାତରେ ପରମେଶ୍ୱରଙ୍କ ମନ୍ଦିରର ଦ୍ୱାର ଖୋଲିବା ସେମାନଙ୍କର କାର୍ଯ୍ୟ ଥିଲା। Viz kapitola |