Online Bible

- Reklamy -




1 ବଂଶାବଳୀ 9:44 - ଓଡିଆ ବାଇବେଲ

44 ଆଉ ଆତ୍‍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍‍ସେଲ୍‍ର ସନ୍ତାନ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍; ଏସମସ୍ତେ ଆତ୍ସେଲ୍ର ସନ୍ତାନ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍ସେଲର ସନ୍ତାନ।

Viz kapitola kopírovat

ପବିତ୍ର ବାଇବଲ

44 ଆତ୍‌ସେଲଙ୍କ ଛଅ ପୁତ୍ର ଥିଲେ। ସେମାନଙ୍କର ନାମ ଥିଲା: ଅସ୍ରୀକାମ୍, ବୋଖରୁ, ଇ‌ଶ୍‌ମାୟେଲ, ଶିୟରିୟ, ଓବଦିୟ ଓ ହାନନ୍। ଏହି ସମସ୍ତ ଆତ୍‌ସେଲଙ୍କ ସନ୍ତାନ ଥିଲେ।

Viz kapitola kopírovat




1 ବଂଶାବଳୀ 9:44

Následuj nás:

Reklamy


Reklamy