1 ବଂଶାବଳୀ 9:8 - ଓଡିଆ ବାଇବେଲ8 ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍; Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷୀର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫ୍ଟୀୟର ପୁତ୍ର ମଶୁଲ୍ଲମ୍; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍; Viz kapitolaପବିତ୍ର ବାଇବଲ8 ଯିବ୍ନିୟ ଯିରୋହମଙ୍କ ପୁତ୍ର ଥିଲେ। ଏଲା ଉଷିଙ୍କ ପୁତ୍ର ଥିଲେ। ଉଷି ମିଖ୍ରିଙ୍କ ପୁତ୍ର ଥିଲେ। ମଶୁଲ୍ଲମ ଶଫଟିୟଙ୍କ ପୁତ୍ର ଥିଲେ। ଶଫଟିୟ ରୂୟେଲଙ୍କ ପୁତ୍ର ଥିଲେ ଏବଂ ରୂୟେଲ ଇବ୍ନିୟଙ୍କ ପୁତ୍ର ଥିଲେ। Viz kapitola |