୧ କରିନ୍ଥୀୟ 1:10 - ଓଡିଆ ବାଇବେଲ10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ। Viz kapitolaପବିତ୍ର ବାଇବଲ (CL) NT (BSI)10 ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ବଳରେ ମୁଁ ତୁମ୍ଭମାନଙ୍କୁ ଆବେଦନ କରୁଛି, ଆଲୋଚନା କରିବା ସମୟରେ ଏକ ମତ ହୁଅ। ତା’ହେଲେ ତୁମ ମଧ୍ୟରେ କୌଣସି ବିଭେଦ ରହିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ। Viz kapitolaପବିତ୍ର ବାଇବଲ10 ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ। Viz kapitola |