୧ କରିନ୍ଥୀୟ 1:20 - ଓଡିଆ ବାଇବେଲ20 ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)20 ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ଵର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି? Viz kapitolaପବିତ୍ର ବାଇବଲ (CL) NT (BSI)20 ତେଣୁ ଏ ଯୁଗର ଜ୍ଞାନୀ, ପଣ୍ଡିତ କିମ୍ବା ତାର୍କିକମାନଙ୍କର ସ୍ଥାନ କେଉଁଠାରେ? ଏହି ଜଗତର ଜ୍ଞାନକୁ ମୂର୍ଖତା ବୋଲି ଈଶ୍ୱର ପ୍ରକାଶ କରି ନାହାନ୍ତି କି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି? Viz kapitolaପବିତ୍ର ବାଇବଲ20 ଜ୍ଞାନୀ ଲୋକ କେଉଁଠାରେ ଅଛନ୍ତି? ବିଦ୍ୱାନ୍ ଲୋକ କେଉଁଠାରେ ଅଛନ୍ତି? ବର୍ତ୍ତମାନ ଯୁଗର ଦାର୍ଶନିକ କେଉଁଠାରେ ଅଛନ୍ତି? ପରମେଶ୍ୱର ଜାଗତିକ ଜ୍ଞାନକୁ ମୂର୍ଖତା ବୋଲି ଦର୍ଶାଇଛନ୍ତି। Viz kapitola |