୧ କରିନ୍ଥୀୟ 1:25 - ଓଡିଆ ବାଇବେଲ25 ଯେଣୁ ଈଶ୍ୱରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ୱରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ । Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯେଣୁ ଈଶ୍ଵରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ଵରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ। Viz kapitolaପବିତ୍ର ବାଇବଲ (CL) NT (BSI)25 କାରଣ ଯାହା ଈଶ୍ୱରଙ୍କ ମୂର୍ଖତା ବୋଲି ମନେହୁଏ, ତାହା ମନୁଷ୍ୟ ଜ୍ଞାନଠାରୁ ଉକ୍ରୃଷ୍ଟତର। ପୁଣି ଯାହା ଈଶ୍ୱରଙ୍କ ଦୁର୍ବଳତା ବୋଲି ମନେହୁଏ, ତାହା ମନୁଷ୍ୟର ବଳଠାରୁ ଅଧିକ ଶକ୍ତିଶାଳୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ। Viz kapitolaପବିତ୍ର ବାଇବଲ25 ଏପରିକି ପରମେଶ୍ୱରଙ୍କ ‘ମୂର୍ଖତା’ ମନୁଷ୍ୟର ଜ୍ଞାନଠାରୁ ଅଧିକ ଶକ୍ତିଯୁକ୍ତ। ସେହିପରି ପରମେଶ୍ୱରଙ୍କ ଦୁର୍ବଳତା ମନୁଷ୍ୟର ଶକ୍ତିଠାରୁ ଅଧିକ ଶକ୍ତିଯୁକ୍ତ। Viz kapitola |