୧ କରିନ୍ଥୀୟ 1:26 - ଓଡିଆ ବାଇବେଲ26 କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାଁନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ଵାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)26 ଭାଇମାନେ, ଈଶ୍ୱର ଆହ୍ୱାନ କରିବା ସମୟରେ ତୁମ୍ଭେମାନେ କିପରି ଥିଲ, ତାହା ବିବେଚନା କର। ଜାଗତିକ ଦୃଷ୍ଟିକୋଣରୁ ତୁମ୍ଭମାନଙ୍କ ମଧ୍ୟରୁ ମାତ୍ର କେତେ ଜଣ ଜ୍ଞାନୀ, କ୍ଷମତାପନ୍ନ ବା ଉଚ୍ଚବଂଶଜ ଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି; Viz kapitolaପବିତ୍ର ବାଇବଲ26 ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କଲେ, ସେତେବେଳେ ତୁମ୍ଭମାନଙ୍କ ମଧ୍ୟରୁ ଅଳ୍ପ କେତେକ ଜାଗତିକ ଭାବରେ ଜ୍ଞାନୀ ଥିଲ, ତୁମ୍ଭମାନଙ୍କ ମଧ୍ୟରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲ ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍ କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ। Viz kapitola |