୧ କରିନ୍ଥୀୟ 10:10 - ଓଡିଆ ବାଇବେଲ10 ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ଵାରା ବିନଷ୍ଟ ହେଲେ , ସେପରି ତୁମ୍ଭେମାନେ ବଚସା କର ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)10 ସେମାନଙ୍କ ମଧ୍ୟରୁ କେହି କେହି ଈଶ୍ୱରଙ୍କ ବିରୁଦ୍ଧରେ ବିକ୍ଷୋଭ କରି ସଂହାରକ ଦୂତ ଦ୍ୱାରା ଧ୍ୱଂସ ପାଇଥିଲେ। ତୁମ୍ଭେମାନେ ସେପରି ବିକ୍ଷୋଭ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ। Viz kapitolaପବିତ୍ର ବାଇବଲ10 ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ) ଙ୍କ ହାତରେ ମଲେ। Viz kapitola |