୧ କରିନ୍ଥୀୟ 10:11 - ଓଡିଆ ବାଇବେଲ11 ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହି ସବୁ ଲେଖାଯାଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହିସମସ୍ତ ଦୃଷ୍ଟାନ୍ତ ସ୍ଵରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗା; କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)11 ସେମାନଙ୍କ ପାଇଁ ଏ ସବୁ ଘଟଣା ଅନ୍ୟମାନଙ୍କର ଦୃଷ୍ଟାନ୍ତ ସ୍ୱରୂପ ଘଟିଥିଲା ଏବଂ ଆମକୁ ସତର୍କ କରାଇବା ନିମନ୍ତେ ସେଗୁଡ଼ିକ ଲିଖିତ। କାରଣ ପ୍ରାୟ ଯୁଗାନ୍ତ ସମୟରେ ଆମେ ବାସ କରୁଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି। Viz kapitolaପବିତ୍ର ବାଇବଲ11 ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି। Viz kapitola |