୧ କରିନ୍ଥୀୟ 10:18 - ଓଡିଆ ବାଇବେଲ18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହନ୍ତି? Viz kapitolaପବିତ୍ର ବାଇବଲ (CL) NT (BSI)18 ଏବ୍ରୀ ଜାତି କଥା ବିବେଚନା କର। ସେମାନଙ୍କ ମଧ୍ୟରୁ ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କ’ଣ ବେଦୀର ଉପାସନାରେ ଅଂଶ ଗ୍ରହଣ କରନ୍ତି ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି? Viz kapitolaପବିତ୍ର ବାଇବଲ18 ଇସ୍ରାଏଲ ଲୋକମାନଙ୍କ କଥା ଭାବ। ସେମାନେ ବଳି ପ୍ରାପ୍ତ ପଶୁ ମାଂସ ଭୋଜନ କରି କ’ଣ ବେଦୀର ଅଂଶୀଦାର ନୁହନ୍ତି? Viz kapitola |