୧ କରିନ୍ଥୀୟ 10:20 - ଓଡିଆ ବାଇବେଲ20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ । Viz kapitolaପବିତ୍ର ବାଇବଲ (Re-edited) - (BSI)20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ସେମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ। Viz kapitolaପବିତ୍ର ବାଇବଲ (CL) NT (BSI)20 ନା, କଦାପି ନୁହେଁ। ମୋର କହିବାର ଅର୍ଥ ହେଉଛି ଯେ, ପ୍ରତିମାପୂଜକମାନେ ଉତ୍ସର୍ଗ କରିଥିବା ବଳି ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୁହେଁ, ତାହା ଶୟତାନ ଉଦ୍ଦେଶ୍ୟରେ ଅର୍ପିତ। ଶୟତାନ ସହିତ ତୁମ୍ଭମାନଙ୍କର କୌଣସି ସମ୍ପର୍କ ରହୁ ବୋଲି ମୁଁ ଚାହେଁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ। Viz kapitolaପବିତ୍ର ବାଇବଲ20 କିନ୍ତୁ ମୋ’ କହିବା କଥା ଯେ, ତୁମ୍ଭେମାନେ ଭୂତମାନଙ୍କ ସହିତ କୌଣସି କାର୍ଯ୍ୟରେ ଅଂଶ ଗ୍ରହଣ ନ କର। କିନ୍ତୁ ମୁଁ କୁହେ ଯାହା ମୂର୍ତ୍ତିଗୁଡ଼ିକୁ ବଳି ରୂପେ ଉତ୍ସର୍ଗ କରାଯାଇଥାଏ ତାହା ଶୟତାନକୁ ଉତ୍ସର୍ଗ କରାଯାଇଥାଏ, ପରମେଶ୍ୱରଙ୍କରୁ ନୁହେଁ। ଏବଂ ମୁଁ ଗ୍ଭହେଁ ତୁମ୍ଭେମାନେ ଶୟତାନ ସହିତ ଅଂଶୀଦାର ହୁଅ ନାହିଁ। Viz kapitola |