୧ କରିନ୍ଥୀୟ 10:22 - ଓଡିଆ ବାଇବେଲ22 ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା ? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ ? Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ? Viz kapitolaପବିତ୍ର ବାଇବଲ (CL) NT (BSI)22 ଆମେ କ’ଣ ପ୍ରଭୁଙ୍କ ମନରେ ଈର୍ଷା ଜନ୍ମାଇବା? ଆମେ କ’ଣ ଈଶ୍ୱରଙ୍କଠାରୁ ଅଧିଖ ଶକ୍ତିଶାଳୀ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ? Viz kapitolaପବିତ୍ର ବାଇବଲ22 ଆମ୍ଭେ କ’ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ? ଆମ୍ଭେ କ’ଣ ତାହାଙ୍କଠାରୁ ଅଧିକ ବଳବାନ? ନା! Viz kapitola |