୧ କରିନ୍ଥୀୟ 10:6 - ଓଡିଆ ବାଇବେଲ6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥି ନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହିସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ଵରୂପ ହୋଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)6-7 ସେମାନଙ୍କ ପ୍ରତି ଅସତ୍ ଚିନ୍ତା ନ କରିବା ପାଇଁ କିମ୍ବା ସେମାନଙ୍କ ମଧ୍ୟରୁ କେତେକଙ୍କ ପରି ପ୍ରତିମା ପୂଜା ନ କରିବା ପାଇଁ, ଏସବୁ ଦୃଷ୍ଟାନ୍ତ ସ୍ୱରୂପ ହୋଇ ଆମକୁ ଚେତାବନୀ ଦେଉଛି। ଧର୍ମଶାସ୍ତ୍ରରେ ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ ଓ ତା’ପରେ ଉଠି ରଙ୍ଗରସରେ ମାତିଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି। Viz kapitolaପବିତ୍ର ବାଇବଲ6 ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ। Viz kapitola |