୧ କରିନ୍ଥୀୟ 11:10 - ଓଡିଆ ବାଇବେଲ10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧୀନତାର ଚିହ୍ନ ଘେନିବା ଉଚିତ। Viz kapitolaପବିତ୍ର ବାଇବଲ (CL) NT (BSI)10 ଏହାର ନିଦର୍ଶନ ସ୍ୱରୂପେ ଓ ସ୍ୱର୍ଗଦୂତମାନଙ୍କ ହେତୁ ନାରୀ ମସ୍ତକ ଆଚ୍ଛାଦନ କରିବା ଉଚିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ। Viz kapitolaପବିତ୍ର ବାଇବଲ10 ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍। Viz kapitola |