୧ କରିନ୍ଥୀୟ 11:13 - ଓଡିଆ ବାଇବେଲ13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କ'ଣ ଉପଯୁକ୍ତ ? Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ? Viz kapitolaପବିତ୍ର ବାଇବଲ (CL) NT (BSI)13 ତୁମ୍ଭେମାନେ ନିଜେ ବିବେଚନା କର। ସର୍ବସାଧାରଣ ଉପାସନାରେ ଅନାବୃତ ମସ୍ତକରେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା, କ’ଣ ନାରୀ ପାଇଁ ଶୋଭନୀୟ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ? Viz kapitolaପବିତ୍ର ବାଇବଲ13 ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର। Viz kapitola |