୧ କରିନ୍ଥୀୟ 11:2 - ଓଡିଆ ବାଇବେଲ2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହି ସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି। Viz kapitolaପବିତ୍ର ବାଇବଲ (CL) NT (BSI)2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି, କାରଣ ତୁମ୍ଭେମାନେ ମୋତେ ସବୁବେଳେ ସ୍ମରଣ କରୁଛ ଓ ମୁଁ ତୁମ୍ଭମାନଙ୍କୁ ଦେଇଥିବା ଶିକ୍ଷାସବୁ ପାଳନ କରୁଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି। Viz kapitolaପବିତ୍ର ବାଇବଲ2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ। Viz kapitola |