୧ କରିନ୍ଥୀୟ 11:24 - ଓଡିଆ ବାଇବେଲ24 ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର । Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର। Viz kapitolaପବିତ୍ର ବାଇବଲ (CL) NT (BSI)24 ତାହା ଭାଙ୍ଗି କହିଲେ, “ଏହି ହେଉଛି ତୁମ୍ଭମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ଏହା କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।” Viz kapitolaପବିତ୍ର ବାଇବଲ24 ତା'ପରେ ସେହି ରୋଟୀକୁ ଛିଣ୍ଡାଇ ସେ କହିଲେ: “ଏହା ତୁମ୍ଭମାନଙ୍କ ନିମନ୍ତେ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ତୁମ୍ଭେମାନେ ଏହା କର।” Viz kapitola |