୧ କରିନ୍ଥୀୟ 11:26 - ଓଡିଆ ବାଇବେଲ26 କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ । Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ଯେତେ ଥର ତୁମ୍ଭେମାନେ ଏହି ରୋଟୀ ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ। Viz kapitolaପବିତ୍ର ବାଇବଲ (CL) NT (BSI)26 ଏଥିରୁ ଏହା ଜଣାପଡ଼ୁଛି ଯେ, ତୁମ୍ଭେମାନେ ଯେତେ ଥର ଏହି ରୋଟୀ ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର ବାର୍ତ୍ତା ଘୋଷଣା କରିଥାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ। Viz kapitolaପବିତ୍ର ବାଇବଲ26 ପ୍ରତ୍ୟେକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲାବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ଯ୍ୟନ୍ତ, ପ୍ରଭୁଙ୍କ ମୃତ୍ୟୁର ଘୋଷଣା କରୁଥିବ। Viz kapitola |