୧ କରିନ୍ଥୀୟ 11:3 - ଓଡିଆ ବାଇବେଲ3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା । Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକସ୍ଵରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ଵରୂପ ଓ ଈଶ୍ଵର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ଵରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା। Viz kapitolaପବିତ୍ର ବାଇବଲ (CL) NT (BSI)3 ମୁଁ ତୁମ୍ଭମାନଙ୍କୁ ବୁଝାଇ ଦେବାକୁ ଚାହେଁ ଯେ, ଖ୍ରୀଷ୍ଟ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ, ସ୍ୱାମୀ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଖ୍ରୀଷ୍ଟଙ୍କ ମସ୍ତକ ସ୍ୱରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା। Viz kapitolaପବିତ୍ର ବାଇବଲ3 ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର। Viz kapitola |