୧ କରିନ୍ଥୀୟ 11:33 - ଓଡିଆ ବାଇବେଲ33 ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର । Viz kapitolaପବିତ୍ର ବାଇବଲ (Re-edited) - (BSI)33 ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର। Viz kapitolaପବିତ୍ର ବାଇବଲ (CL) NT (BSI)33 ସୁତରାଂ ବନ୍ଧୁଗଣ, ତୁମେମାନେ ପ୍ରଭୁଭୋଜ ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର। Viz kapitolaପବିତ୍ର ବାଇବଲ33 ଅତଏବ, ହେ ଭାଇ ଓ ଭଉଣୀମାନେ ଯେତେବେଳେ ଭୋଜନ କରିବା ପାଇଁ ତୁମ୍ଭେମାନେ ଏକାଠି ଆସିଛ, ପରସ୍ପର ଏକଆରେକ ଲାଗି ଅପେକ୍ଷା କର। Viz kapitola |