୧ କରିନ୍ଥୀୟ 11:34 - ଓଡିଆ ବାଇବେଲ34 ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି । Viz kapitolaପବିତ୍ର ବାଇବଲ (Re-edited) - (BSI)34 ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ତ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି। Viz kapitolaପବିତ୍ର ବାଇବଲ (CL) NT (BSI)34 ତୁମ୍ଭମାନଙ୍କର ସମାବେଶ ଯେପରି ଦଣ୍ଡର କାରଣ ନ ହୁଏ, ସେଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରି ଆସୁ। ଅନ୍ୟାନ୍ୟ ବିଷୟ ସବୁ ମୁଁ ଗଲେ ବୁଝାଇ ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି। Viz kapitolaପବିତ୍ର ବାଇବଲ34 ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି। Viz kapitola |