୧ କରିନ୍ଥୀୟ 11:5 - ଓଡିଆ ବାଇବେଲ5 କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ । Viz kapitolaପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ଵା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ତନ ହେବା ସଙ୍ଗେ ସମାନ। Viz kapitolaପବିତ୍ର ବାଇବଲ (CL) NT (BSI)5 ଅପର ପକ୍ଷରେ ଯେଉଁ ନାରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଈଶ୍ୱରଙ୍କ ବାକ୍ୟ ପରିବେଷଣ କରେ, ସେ ତା’ ସ୍ୱାମୀର ଅବମାନନା କରେ। ସେହିଭଳି ନାରୀ, ମୁଣ୍ଡିତମସ୍ତକା ସ୍ତ୍ରୀ ଲୋକ ପରି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ। Viz kapitolaପବିତ୍ର ବାଇବଲ5 ପ୍ରତ୍ୟେକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ୟଦ୍ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍ବାଣୀ କହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସେହି ସ୍ତ୍ରୀଲୋକର ମୁଣ୍ଡରେ ବାଳ ନ ଥିବା ସମାନ। Viz kapitola |