୧ କରିନ୍ଥୀୟ 12:1 - ଓଡିଆ ବାଇବେଲ1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ଆତ୍ମିକ ଦାନ ସମ୍ଵନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। Viz kapitolaପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ପବିତ୍ରଆତ୍ମାଙ୍କ ଦାନସମୂହ ବିଷୟରେ ମୁଁ ତୁମ୍ଭମାନଙ୍କୁ ପ୍ରକୃତ ସତ୍ୟ ଜଣାଇବାକୁ ଚାହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। Viz kapitolaପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ! ଆତ୍ମିକ ଦାନଗୁଡ଼ିକ ବିଷୟରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି। Viz kapitola |