୧ କରିନ୍ଥୀୟ 12:10 - ଓଡିଆ ବାଇବେଲ10 ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ । Viz kapitolaପବିତ୍ର ବାଇବଲ (Re-edited) - (BSI)10 ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ। Viz kapitolaପବିତ୍ର ବାଇବଲ (CL) NT (BSI)10 କାହାକୁ ଦିଅନ୍ତି ଅଲୌକିକ କାର୍ଯ୍ୟ କରବାର କ୍ଷମତା, କାହାକୁ ଦିଅନ୍ତି ଈଶ୍ୱରଙ୍କ ଭାବବାଣୀ କହିବାର ଶକ୍ତି ଓ କାହାକୁ ବିଭିନ୍ନ ଆତ୍ମା ଚିହ୍ନିବାର ଦକ୍ଷତା; ପୁଣି ସେ କାହାକୁ ଦିଅନ୍ତି ବିଭିନ୍ନ ଭାଷାରେ କଥା କହିବାର ଶକ୍ତି ଓ ଆଉ କାହାକୁ ଦିଅନ୍ତି ସେହି ଭାଷାର ଅର୍ଥ କରିବାର ଦକ୍ଷତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ। Viz kapitolaପବିତ୍ର ବାଇବଲ10 ଆତ୍ମା ଅନ୍ୟଜଣକୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ଶକ୍ତି ଓ ଅନ୍ୟ ଜଣକୁ ଭଲ ଓ ମନ୍ଦ ଆତ୍ମା ଭିତରେ ପାର୍ଥକ୍ୟ ଦେଖି ପାରିବା ଶକ୍ତି ପ୍ରଦାନ କରନ୍ତି। କାହାକୁ ଭିନ୍ନଭିନ୍ନ ପ୍ରକାରର ଭାଷା କହିପାରିବା ଶକ୍ତି ଦିଆଯାଇଛି, ତ ଅନ୍ୟ କାହାକୁ ସେହି ଭାଷାଗୁଡ଼ିକର ଅର୍ଥ କରିବାର ଶକ୍ତି ଦିଆଯାଇଛି। Viz kapitola |