୧ କରିନ୍ଥୀୟ 12:12 - ଓଡିଆ ବାଇବେଲ12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ । Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ। Viz kapitolaପବିତ୍ର ବାଇବଲ (CL) NT (BSI)12 ଖ୍ରୀଷ୍ଟ ଅନେକ ଅବୟବବିଶିଷ୍ଟ ଏକ ଶରୀର ସ୍ୱରୂପ। ଅନେକ ଅଙ୍ଗପ୍ରତ୍ୟେଙ୍ଗର ସମଷ୍ଟି ହୋଇଥିଲେ ସୁଦ୍ଧା, ଶରୀର ଏକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ। Viz kapitolaପବିତ୍ର ବାଇବଲ12 ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ୟଙ୍ଗ ଅନେକ। ଶରୀରର ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଶରୀର ହେଉଛି ଏକ। ସେହିପରି ମଧ୍ୟ ଖ୍ରୀଷ୍ଟ ଏକ। Viz kapitola |