୧ କରିନ୍ଥୀୟ 12:17 - ଓଡିଆ ବାଇବେଲ17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଘିଂବା କେଉଁଠାରେ ? Viz kapitolaପବିତ୍ର ବାଇବଲ (Re-edited) - (BSI)17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଆଘ୍ରାଣ କେଉଁଠାରେ? Viz kapitolaପବିତ୍ର ବାଇବଲ (CL) NT (BSI)17 ସମସ୍ତ ଶରୀର ଯଦି କେବଳ ଆଖି ହୁଏ, ତେବେ ଶୁଣାଯିବ କିପରି? ପୁଣି ତାହା ଯଦି କେବଳ କାନ ହୁଏ, ତେବେ ଆଘ୍ରାଣ କରାଯିବ କିପରି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ? Viz kapitolaପବିତ୍ର ବାଇବଲ17 ସମ୍ପୂର୍ଣ୍ଣ ଶରୀର ଗୋଟିଏ ଆଖି ଦେଇଥା’ନ୍ତା, ତେବେ ସେ ଶରୀର ଶୁଣିପାରନ୍ତା କିପରି? ଯଦି ସମ୍ପୂର୍ଣ୍ଣ ଶରୀରଟି ଗୋଟିଏ କାନ ହୋଇଥା’ନ୍ତା ତା'ହେଲେ ଶରୀର ଶୁଙ୍ଘିବା ପାଇଁ ସମର୍ଥ ହୁଅନ୍ତା କିପରି? Viz kapitola |