୧ କରିନ୍ଥୀୟ 12:18 - ଓଡିଆ ବାଇବେଲ18 କିନ୍ତୁ ଈଶ୍ୱର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ ଈଶ୍ଵର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)18 ପ୍ରକୃତ ପକ୍ଷେ, ଈଶ୍ୱର ବିଭିନ୍ନ ଅଂଶକୁ ଶରୀରର ବିଭିନ୍ନ ସ୍ଥାନରେ ନିଜ ଇଚ୍ଛା ଅନୁଯାୟୀ ଖଞ୍ଜିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି। Viz kapitolaପବିତ୍ର ବାଇବଲ18-19 ଯଦି ସମ୍ପୂର୍ଣ୍ଣ ଶରୀରର ଅଙ୍ଗ କେବଳ ସେହି ଗୋଟିଏ ଅଙ୍ଗ ମାତ୍ର ହୋଇଥା’ନ୍ତା ତା'ହେଲେ ଶରୀର ନ ଥା’ନ୍ତା। କିନ୍ତୁ ପରମେଶ୍ୱର ଯେପରି ଠିକ୍ ମନେ କଲେ ପ୍ରତ୍ୟେକ ଅଙ୍ଗକୁ ଶରୀରରେ ସେହିଭଳି ସ୍ଥାନ ଦେଲେ। Viz kapitola |