୧ କରିନ୍ଥୀୟ 12:2 - ଓଡିଆ ବାଇବେଲ2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ । Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ। Viz kapitolaପବିତ୍ର ବାଇବଲ (CL) NT (BSI)2 ତୁମ୍ଭେମାନେ ଜାଣ ଯେ, ଅଣବିଶ୍ୱାସୀ ଥିଲାବେଳେ, ନିର୍ଜୀବ ପ୍ରତିମାମାନଙ୍କୁ ପୂଜା କରି ତୁମ୍ଭେମାନେ ବିପଥଗାମୀ ହୋଇଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ। Viz kapitolaପବିତ୍ର ବାଇବଲ2 ତୁମ୍ଭେମାନେ ମନେପକାଅ ଯେ ବିଶ୍ୱାସୀ ହେବା ପୂର୍ବରୁ ତୁମ୍ଭେମାନେ କିପରି ବିପଥଗାମୀ ହୋଇ ମୂର୍ତ୍ତିପୂଜା କରିବାକୁ ଯାଉଥିଲା। Viz kapitola |