୧ କରିନ୍ଥୀୟ 12:25 - ଓଡିଆ ବାଇବେଲ25 ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ୱର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ଵର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)25 ତେଣୁ ଶରୀର ମଧ୍ୟରେ କୌଣସି ବିଭେଦ ସୃଷ୍ଟି ହୁଏ ନାହିଁ, ବରଂ ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ପରସ୍ପରର ଆବଶ୍ୟକତା ବୁଝନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି। Viz kapitolaପବିତ୍ର ବାଇବଲ25 ଆମ୍ଭର ଶରୀରରେ ଯେପରି କୌଣସି ବିଭେଦ ନ ହେଉ, ସେହି ଦୃଷ୍ଟିରୁ ପରମେଶ୍ୱର ଏପରି କରିଛନ୍ତି। ଦେହର ଅଙ୍ଗଗୁଡ଼ିକ ପରସ୍ପର ସୁଖ ଦୁଃଖର ସହଭାଗୀ ହୁଅନ୍ତି ବୋଲି ପରମେଶ୍ୱର ଇଚ୍ଛା କଲେ। Viz kapitola |