Online Bible

- Reklamy -




୧ କରିନ୍ଥୀୟ 12:28 - ଓଡିଆ ବାଇବେଲ

28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ପୁଣି, ଈଶ୍ଵର ମଣ୍ତଳୀରେ ପ୍ରଥମରେ ପ୍ରେରିତ, ଦ୍ଵିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଶକ୍ତିର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ମଣ୍ଡଳୀରେ ଈଶ୍ୱର ପ୍ରଥମତଃ ପ୍ରେରିତ ଶିଷ୍ୟମାନଙ୍କୁ, ଦ୍ୱିତୀୟତଃ ଭବିଷ୍ୟତ୍ବକ୍ତାମାନଙ୍କୁ, ତୃତୀୟତଃ ଶିକ୍ଷାଗୁରୁମାନଙ୍କୁ ନିଯୁକ୍ତ କରି ଅଛନ୍ତି। ତା’ପରେ ଅଲୌକିକ କାର୍ଯ୍ୟସାଧନକାରୀ, ରୋଗ ସୁସ୍ଥକାରୀ, ସାହାଯ୍ୟକାରୀ, ପ୍ରଶାସନ କାର୍ଯ୍ୟରେ ଦକ୍ଷ ଏବଂ ବିଭିନ୍ନ ଭାଷାରେ କଥା କହିବା ବ୍ୟକ୍ତିମାନଙ୍କୁ ନିଯୁକ୍ତ କରି ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

28 ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍‌‌ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା'ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି।

Viz kapitola kopírovat




୧ କରିନ୍ଥୀୟ 12:28

Následuj nás:

Reklamy


Reklamy