୧ କରିନ୍ଥୀୟ 12:6 - ଓଡିଆ ବାଇବେଲ6 କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ୱର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)6 କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ଵର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)6 କାର୍ଯ୍ୟ କରିବାର ଶକ୍ତି ବିଭିନ୍ନ ଧରଣର, କିନ୍ତୁ ଏକ ଈଶ୍ୱର ସେହିସବୁ ଶକ୍ତି ଯୋଗାଇ ଥାଆନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି। Viz kapitolaପବିତ୍ର ବାଇବଲ6 ପରମେଶ୍ୱର ଆମ୍ଭମାନଙ୍କ ଜୀବନର ଅନେକ ପ୍ରକାର କାର୍ଯ୍ୟ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସେହି ପରମେଶ୍ୱର ଏକ ଅଟନ୍ତି। Viz kapitola |