୧ କରିନ୍ଥୀୟ 13:11 - ଓଡିଆ ବାଇବେଲ11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି । Viz kapitolaପବିତ୍ର ବାଇବଲ (Re-edited) - (BSI)11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି। Viz kapitolaପବିତ୍ର ବାଇବଲ (CL) NT (BSI)11 ମୁଁ ଶିଶୁ ଥିଲାବେଳେ ମୋର କଥାବାର୍ତ୍ତା, ଅନୁଭୂତି ଓ ଚିନ୍ତାଧାରା ଶିଶୁସୁଲଭ ଥିଲା। କିନ୍ତୁ ବୟଃପ୍ରାପ୍ତ ହେଲା ପରେ ବର୍ତ୍ତମାନ ମୁଁ ଆଉ ଶିଶୁ ପରି ଆଚରଣ କରୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି। Viz kapitolaପବିତ୍ର ବାଇବଲ11 ମୁଁ ଯେତେବେଳେ ଶିଶୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଗ୍ଭର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତେବେଳେ ମୁଁ ବୟସ୍କ ହେଲି, ମୁଁ ସେହି ଶିଶୁ ବେଳର କଥାଗୁଡ଼ିକୁ ଛାଡ଼ି ଦେଲି। Viz kapitola |