୧ କରିନ୍ଥୀୟ 13:8 - ଓଡିଆ ବାଇବେଲ8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହି ସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)8 ପ୍ରେମ ଚିରସ୍ଥାୟୀ। ପ୍ରେରଣାପୂର୍ଣ୍ଣ ଧର୍ମ ପ୍ରଚାର କ୍ଷଣିକ। ଅଲୌକିକ ଭାଷାରେ କଥା କହିବା ଶକ୍ତି କ୍ଷୟ ପାଇବ, ମନୁଷ୍ୟ ଜ୍ଞାନର ବିଲୋପ ଘଟିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ। Viz kapitolaପବିତ୍ର ବାଇବଲ8 ପ୍ରେମ କଦାପି ଶେଷ ହୁଏ ନାହିଁ। ଯଦି ଭାବବାଣୀ ଥାଏ, ତାହା ଲୋପ ହେବ, ଅନେକ ଭାଷା କହିବା ଶକ୍ତି ବନ୍ଦ ହୋଇଯିବ; ଯଦି ଜ୍ଞାନ ଥାଏ ତାହା ଲୋପ ହେବ। Viz kapitola |