୧ କରିନ୍ଥୀୟ 14:1 - ଓଡିଆ ବାଇବେଲ1 ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର । Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରେମର ଅନୁସରଣ କର, ପୁଣି ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହି ପାର, ଏଥିନିମନ୍ତେ ଏକା; ଚେଷ୍ଟା କର। Viz kapitolaପବିତ୍ର ବାଇବଲ (CL) NT (BSI)1 ତେଣୁ ପ୍ରେମ ନିମିତ୍ତ ତୁମ୍ଭେମାନେ ଉଦ୍ଯୋଗୀ ହୁଅ। ଅନ୍ୟାନ୍ୟ ଆତ୍ମିକ ଦାନ ପାଇବା, ବିଶେଷତଃ ଈଶ୍ୱରଙ୍କ ବାର୍ତ୍ତା ପ୍ରଚାର କରିବା, ତୁମ୍ଭମାନଙ୍କ ଆନ୍ତରିକ କାମନା ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥିନିମନ୍ତେ ଏକାନ୍ତ ଚେଷ୍ଟା କର। Viz kapitolaପବିତ୍ର ବାଇବଲ1 ପ୍ରେମର ଅନୁସରଣ କର। ଆଧ୍ୟାତ୍ମିକ ଦାନସବୁ ପାଇବା ପାଇଁ ଏକାନ୍ତ ଚେଷ୍ଟା କର, ବିଶେଷ ଭାବରେ ଭାବବାଣୀ କହିବାକୁ ଏକାନ୍ତ ଇଚ୍ଛା କର। Viz kapitola |