୧ କରିନ୍ଥୀୟ 14:23 - ଓଡିଆ ବାଇବେଲ23 ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆହୁରି ମଧ୍ୟ ସମସ୍ତ ମଣ୍ତଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି ସାଧାରଣ ବା ଅବିଶ୍ଵାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)23 ମଣ୍ଡଳୀର ସମସ୍ତେ ଏକତ୍ର ହେଉଥିବା ସମୟରେ ଯଦି ପ୍ରତ୍ୟେକେ ଅଜଣା ଭାଷାରେ କଥା କହନ୍ତି ଓ ସେଠାରେ ସାଧାରଣ ଲୋକେ ବା ଅନ୍ୟ ଧର୍ମାବଲମ୍ବୀମାନେ ଉପସ୍ଥିତ ହୁଅନ୍ତି, ସେମାନେ କଅଣ ମଣ୍ଡଳୀର ସମସ୍ତଙ୍କୁ ପାଗଳ ବୋଲି ମନେ କରିବେ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ? Viz kapitolaପବିତ୍ର ବାଇବଲ23 ଯଦି ସମସ୍ତ ମଣ୍ଡଳୀ ସମବେତ ହୁଅନ୍ତି ଓ ସମସ୍ତେ ଅନ୍ୟଭାଷାରେ କଥା କହନ୍ତି, ପୁଣି ସାଧାରଣ ଓ ଅବିଶ୍ୱାସୀ ଲୋକମାନେ ଆସନ୍ତି, ସେମାନେ ଯଦି ବୁଝି ନ ପାରନ୍ତି, ତାହାହେଲେ ସେମାନେ ତୁମ୍ଭକୁ ପାଗଳ କହିବେ। Viz kapitola |