Online Bible

- Reklamy -




୧ କରିନ୍ଥୀୟ 14:25 - ଓଡିଆ ବାଇବେଲ

25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ୱର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ଵର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ଵୀକାର କରି ତାହାଙ୍କୁ ପ୍ରଣାମ କରିବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ତଦ୍ଦ୍ୱାରା ତା’ ପାପ ପ୍ରତି ସେ ସଚେତନ ହୋଇ ପାରିବ; ତା’ ହୃଦୟର ଗୁପ୍ତ ବିଷୟସବୁ ଉଦ୍ଘାଟିତ ହେବ; ସେ ଈଶ୍ୱରଙ୍କ ନିକଟରେ ପ୍ରଣିପାତ କରି ତାଙ୍କର ଆରାଧନା କରିବ ଏବଂ ଘୋଷଣା କରିବ: “ପ୍ରକୃତରେ ଈଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଉପସ୍ଥିତ!”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।

Viz kapitola kopírovat

ପବିତ୍ର ବାଇବଲ

25 ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହେବ, ସେଥିରେ ସେ ମସ୍ତକ ନତକରି ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ପରମେଶ୍ୱରଙ୍କ ଉପାସନା କରିବ।

Viz kapitola kopírovat




୧ କରିନ୍ଥୀୟ 14:25

Následuj nás:

Reklamy


Reklamy