୧ କରିନ୍ଥୀୟ 14:37 - ଓଡିଆ ବାଇବେଲ37 କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହି ସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ । Viz kapitolaପବିତ୍ର ବାଇବଲ (Re-edited) - (BSI)37 କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ। Viz kapitolaପବିତ୍ର ବାଇବଲ (CL) NT (BSI)37 ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ନିଜକୁ ଜଣେ ଭାବବାଦୀ କିମ୍ବା ଆତ୍ମିକ ଦାନପ୍ରାପ୍ତ ବ୍ୟକ୍ତି ବୋଲି ଭାବେ, ସେ ଜାଣୁ ଯେ, ଏଠାରେ ମୁଁ ଯାହାସବୁ ଲେଖିଛି, ତାହା ପ୍ରଭୁଙ୍କ ଆଦେଶ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ। Viz kapitolaପବିତ୍ର ବାଇବଲ37 ଯଦି ଜଣେ ଲୋକ ନିଜକୁ ଭାବବାଦୀ ବୋଲି ମନେ କରେ ବା ସେ ନିଜକୁ ଆଧ୍ୟାତ୍ମିକ ଦାନର ଅଧିକାରୀ ବୋଲି ଭାବେ, ତା'ହେଲେ ସେ ବୁଝି ପାରିବା ଉଚିତ୍ ଯେ, ମୁଁ ଯାହାକିଛି ତୁମ୍ଭମାନଙ୍କୁ ଲେଖୁଛି, ତାହା ପ୍ରଭୁଙ୍କର ଆଦେଶ ଅଟେ। Viz kapitola |