Online Bible

- Reklamy -




୧ କରିନ୍ଥୀୟ 14:6 - ଓଡିଆ ବାଇବେଲ

6 ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କ'ଣ ଉପକାର କରିବି ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଆସି ଅଲୌକିକ ଭାଷାରେ କଥା କହେ, ଅଥଚ ଈଶ୍ୱରଙ୍କଠାରୁ କୌଣସି ପ୍ରତ୍ୟାଦେଶ କିମ୍ବା ବାର୍ତ୍ତା କିମ୍ବା କୌଣସି ଶିକ୍ଷଣୀୟ ବିଷୟ ପ୍ରକାଶ ନ କରେ, ତେବେ ତୁମ୍ଭମାନଙ୍କର କି ଉପକାର ହେବ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କଅଣ ଉପକାର କରିବି?

Viz kapitola kopírovat

ପବିତ୍ର ବାଇବଲ

6 ଭାଇ ଓ ଭଉଣୀମାନେ! ଯଦି ମୁଁ ତୁମ୍ଭମାନଙ୍କ ପାଖରେ ଅନ୍ୟଭାଷାରେ କଥା କହେ, ତା'ହେଲେ ତୁମ୍ଭର ବା କ’ଣ ଲାଭ ହେବ? କେବଳ ଯଦି ମୁଁ କୌଣସି ନିଗୂଢ଼ କଥା ବା କାର୍ଯ୍ୟ ବା କିଛି ଭବିଷ୍ୟଦ୍‌‌ବାଣୀ ବା କିଛି ଉପଦେଶର କଥା କୁହେ ତେବେ ତୁମ୍ଭମାନଙ୍କର ପ୍ରକୃତରେ ଲାଭ ହେବ।

Viz kapitola kopírovat




୧ କରିନ୍ଥୀୟ 14:6

Následuj nás:

Reklamy


Reklamy