୧ କରିନ୍ଥୀୟ 14:8 - ଓଡିଆ ବାଇବେଲ8 ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ସଜ୍ଜିତ ହେବ ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ଵନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ସଜ୍ଜିତ ହେବ? Viz kapitolaପବିତ୍ର ବାଇବଲ (CL) NT (BSI)8 ତୂରୀ ଧ୍ୱନିର ସଙ୍କେତ ଅସ୍ପଷ୍ଟ ହେଲେ, କିଏ କାହିଁକି ଯୁଦ୍ଧ ପାଇଁ ପ୍ରସ୍ତୁତ ହେବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ତୂରୀ ଯଦି ଅସ୍ପଷ୍ଟ ଧ୍ୱନି କରେ, ତେବେ କିଏ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେବ? Viz kapitolaପବିତ୍ର ବାଇବଲ8 ଯୁଦ୍ଧରେ ଯଦି ତୂରୀଟି ସ୍ପଷ୍ଟ ଭାବରେ ନ ଶୁଭେ ତା'ହେଲେ ସୈନିକଗଣ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାର ସମୟ ଜାଣି ପାରିବେ ନାହିଁ। Viz kapitola |