୧ କରିନ୍ଥୀୟ 14:9 - ଓଡିଆ ବାଇବେଲ9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କ'ଣ କହୁଅଛ, ତାହା କିପରି ଜଣାଯିବ ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ଵା ଦ୍ଵାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ। Viz kapitolaପବିତ୍ର ବାଇବଲ (CL) NT (BSI)9 ସେହିପରି, ଯଦି ଅଜଣା ଭାଷାରେ କଥା କୁହ, ତେବେ ତାକୁ କିଏ ବୁଝିବ? ଏହା ପବନକୁ କହିଲା ପରି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କଅଣ କହୁଅଛ, ତାହା କିପରି ଜଣାଯିବ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ। Viz kapitolaପବିତ୍ର ବାଇବଲ9 ସେହିଭଳି ତୁମ୍ଭେମାନେ ଜିହ୍ୱା ଦ୍ୱାରା ଯଦି ସ୍ପଷ୍ଟ ଭାବରେ କଥା ନ କହିବ, ତା'ହେଲେ କୌଣସି ଲୋକ କିଛି ବୁଝି ପାରିବ ନାହିଁ। ତାହା ପବନରେ କଥା କହିଲାପରି ହେବ। Viz kapitola |